20 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ; 21 ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ-ସିନ୍ଦୁକ ଆଚ୍ଛାଦନ କଲେ।
Publicidade