ମିସର ରାଜାଙ୍କ ସମ୍ମୁଖରେ ମୋଶା ଓ ହାରୋଣ
1 ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, "ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’"