20 ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।
Publicidade

+581 estão orando agora.
Junte-se à corrente de oração.