ପରମେଶ୍ୱରଙ୍କ ଶାନ୍ତିର ନିୟମ
25 ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।