23 ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Publicidade