23 ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; 24 ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।