14 ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, 15 ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;
Publicidade