20 ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ; 21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।