6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। 7 ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
Publicidade
Publicidade