Pular para o conteúdo
Publicidade

ଗାଲାତୀୟ 1:8,9

8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ। 9 ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.