2 ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର କର୍ମ ହେତୁ ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ ପବିତ୍ର ଆତ୍ମା ପାଇଥିଲ? 5 ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି?
Publicidade