26 କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ; 27 ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।
Publicidade