28 ଯିହୁଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ। 29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
Publicidade
Publicidade