13 କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି 14 ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ବରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ।