ପରସ୍ପରର ଭାର ବହନ କରିବା
1 ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।