ସୃଷ୍ଟିର ବିବରଣ
1 ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ। 2 ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।