8 ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା। 10 ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।