ଅବ୍ରାମଙ୍କ ସହିତ ପରମେଶ୍ୱରଙ୍କ ଚୁକ୍ତି
1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, "ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।"