Pular para o conteúdo
Publicidade

ଆଦି ପୁସ୍ତକ 2:18,21-24

18 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, "ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।"

21 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। 22 ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। 23 ତହୁଁ ଆଦମ କହିଲେ, "ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।"

24 ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.