2 ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। 3 ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।