21 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। 22 ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। 23 ତହୁଁ ଆଦମ କହିଲେ, "ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।"
Publicidade
ଆଦି ପୁସ୍ତକ 2
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.