24 ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। 25 ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।