ଇସ୍ହାକଙ୍କ ଜନ୍ମ
1 ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ। 2 ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।