15 ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ିଦେଲା। 16 ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, "ବାଳକର ମରଣ ମୁଁ ଦେଖିବି ନାହିଁ।" ପୁଣି, ସେ ତାହା ଆଗରେ ବସି ଉଚ୍ଚସ୍ୱରରେ ରୋଦନ କଲା।
Publicidade

+581 estão orando agora.
Junte-se à corrente de oração.