Pular para o conteúdo
Publicidade

ଆଦି ପୁସ୍ତକ 37:3,4,28

3 ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ। 4 ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।

28 ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ37:28 ୨୩୦ ଗ୍ରାମ୍ ରୌପ୍ୟ ଯାହାର ଏକ ଦାସର ମୂଲ୍ୟ ଅଟେ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.