9 ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା। 10 ତାହାର ଏରୂପ କର୍ମ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା; ଏଣୁ ସେ ତାକୁ ମଧ୍ୟ ନାଶ କଲେ।