ଶେଥ ଓ ଈନୋଶ
25 ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, "ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।"

+581 estão orando agora.
Junte-se à corrente de oração.