3 ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ;
ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।
4 ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ;
କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ;
ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।