12 ପୁନଶ୍ଚ, ପରମେଶ୍ୱର କହିଲେ, "ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; 13 ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
Publicidade
ଆଦି ପୁସ୍ତକ 9
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.