15 ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ। 16 ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।"
Publicidade
ଆଦି ପୁସ୍ତକ 9
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.