3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି, 4 ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି।
Publicidade