6 ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି,
"ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।"