Pular para o conteúdo
Publicidade

ଏବ୍ରୀ 10:24,25

24 ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ, 25 ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.