24 ବିଶ୍ୱାସ ଦ୍ୱାରା ମୋଶା ବୟସପ୍ରାପ୍ତ ହେଲା ଉତ୍ତାରେ ଫାରୋଙ୍କର କନ୍ୟାଙ୍କ ପୁତ୍ର ବୋଲି ଖ୍ୟାତ ହେବାକୁ ନାସ୍ତି କଲେ; 25 ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ବରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ,