22 କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ବରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ, 23 ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,