28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ। 29 କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।