ଈଶ୍ବରଙ୍କ ଅନୁଶାସନର ସୁଫଳ
3 ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।