7 ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ବର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି? 8 କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ।
Publicidade