ଈଶ୍ବରଙ୍କ ସନ୍ତୋଷଜନକ ବଳିସମୂହ
1 ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ। 2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।