17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
Publicidade