5 ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି,
"ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ,
ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।"