14 ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରିପାରନ୍ତି; 15 ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
Publicidade
Publicidade