Pular para o conteúdo
Publicidade

ଏବ୍ରୀ 4:15,16

15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ। 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.