ଯୀଶୁଙ୍କ ରକ୍ତରେ ମୁକ୍ତି ସାଧନ
11 କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ବିଷୟର ମହାଯାଜକ ସ୍ୱରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ ଓ ଶ୍ରେଷ୍ଠତର ତମ୍ବୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ, 12 ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।