6 କାରଣ ଦେଖ, ଯେଉଁ କଲ୍ଦୀୟ ଲୋକମାନେ1:6 କଲ୍ଦୀୟ ଲୋକମାନେ ଅର୍ଥାତ୍ ବାବିଲୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ,
ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।

+581 estão orando agora.
Junte-se à corrente de oração.