Pular para o conteúdo
Publicidade

ହବକ୍କୂକ 2:2,3

ଧାର୍ମିକ ଲୋକ ବିଶ୍ୱାସ ଦ୍ୱାରା ବଞ୍ଚିବ

2 ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ,

"ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।

3 କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ;

ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

Habacuque
Ver todos os capítulos de Habacuque