ହବକ୍କୂକ ପରମେଶ୍ୱରଙ୍କଠାରେ ଉଲ୍ଲସିତ
17 କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ;
ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ;
ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
18 ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।