16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର;
ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର;
କୁକ୍ରିୟା କରିବାରୁ ନିବୃତ୍ତ ହୁଅ;