19 ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
20 ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ;
କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।"