11 ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା
ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।